ଭୁବନେଶ୍ୱର, 10 ଅଗଷ୍ଟ (ହି.ସ.)- ପବିତ୍ର
ଖୁଦୁରୁକୁଣି ଓଷାର ପ୍ରଥମ ପାଳିର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ
ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର
ଖୁଦୁରୁକୁଣି ଓଷାର ପ୍ରଥମ ପାଳି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମା'ଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା