ଭାଲୁ ଆକ୍ରମଣରେ ଯୁବକ ଆହତ
ମୁଖୀଗୁଡା, ୧୧ ଅଗଷ୍ଟ (ହି.ସ.)- କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଅଁଳାଭଟା ଗ୍ରାମପଞ୍ଚାୟତ ପୋଡାଖୋଲ ଗାଁର ଗୋପାଳ ମାଝୀ (୪୫) ଭାଲୁ ଆକ୍ରମଣର ଶିକାର ହେଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଜୟପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପରେ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ
ଭାଲୁ ଆକ୍ରମଣରେ ଯୁବକ ଆହତ


ମୁଖୀଗୁଡା, ୧୧ ଅଗଷ୍ଟ (ହି.ସ.)- କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଅଁଳାଭଟା ଗ୍ରାମପଞ୍ଚାୟତ ପୋଡାଖୋଲ ଗାଁର ଗୋପାଳ ମାଝୀ (୪୫) ଭାଲୁ ଆକ୍ରମଣର ଶିକାର ହେଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଜୟପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପରେ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଉଛି। ନିଜର କ୍ଷେତକୁ ଛେଳି ଚରେଇବା ପାଇଁ ଯାଇଥିବା ବେଳେ ସେ ଭାଲୁ ଆକ୍ରମଣର ଶିକାର ହୋଇଥିଲେ।

ହିନ୍ଦୁସ୍ଥାନ ସମାଚାର / ନିହାର


 rajesh pande