ଭୁବନେଶ୍ୱର, 11 ଅଗଷ୍ଟ (ହି.ସ.) । କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଶିଷ୍ଟ ସାହିତ୍ୟିକ ସ୍ୱର୍ଗତ କାହ୍ନୁଚରଣ ମହାନ୍ତିଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡ଼ିଶାର ବିଶିଷ୍ଟ ସାହିତ୍ୟିକ ତଥା ଓଡ଼ିଆ ଔପନ୍ୟାସିକ ସ୍ୱର୍ଗତ କାହ୍ନୁଚରଣ ମହାନ୍ତିଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ