କେନ୍ଦୁଝର, ୧୧ ଅଗଷ୍ଟ(ହି.ସ.) – ଆସନ୍ତାକାଲି ସକାଳ ୧୦:୩୦ ସମୟରେ ହର ଘର ତ୍ରିରଙ୍ଗା ଅଭିଯାନ ଅନ୍ତର୍ଗତ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହେବ। କେନ୍ଦୁଝର ଷ୍ଟାଡିୟମ ଠାରୁ ଆରମ୍ଭ ହୋଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରକୁ ଯିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୁଚନା ଦିଆଯାଇଛି।
ହିନ୍ଦୁସ୍ଥାନ ସମାଚାର/ସନ୍ତୋଷ/ବୀଣାପାଣି
.......................................
ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA