କଳାଗୁଡା ଜଙ୍ଗଲରେ ଅବକାରି ଚଢଉ
ଜୟପୁର, ୧୨ ଅଗଷ୍ଟ (ହି.ସ.)- ଜୟପୁର ସଦର ଥାନା ଅନ୍ତର୍ଗତ କଳାଗୁଡା ଜଙ୍ଗଲରେ ଆଜି ଅବକାରି ଚଢଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରି ଥାନା ପକ୍ଷରୁ ଚଢଉ ହୋଇଛି । ଚଢଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବ
କଳାଗୁଡା ଜଙ୍ଗଲରେ  ଅବକାରି ଚଢାଉ


ଜୟପୁର, ୧୨ ଅଗଷ୍ଟ (ହି.ସ.)- ଜୟପୁର ସଦର ଥାନା ଅନ୍ତର୍ଗତ କଳାଗୁଡା ଜଙ୍ଗଲରେ ଆଜି ଅବକାରି ଚଢଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରି ଥାନା ପକ୍ଷରୁ ଚଢଉ ହୋଇଛି । ଚଢଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ ୧୮ ଶହ ଲିଟର ପୋଚ ଓ ଶହେ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦରନ୍ଧା ସରଞ୍ଜାମ ଡ୍ରମ ଆଦିକୁ ଜବତ କରିଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୂଚନା ଦେଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande