ପଦ୍ମଶ୍ରୀ ଗୁରୁ ଗୋପୀନାଥ ସ୍ୱାଇଁଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 12 ଅଗଷ୍ଟ (ହି.ସ.)- ପଦ୍ମଶ୍ରୀ ଗୁରୁ ଗୋପୀନାଥ ସ୍ୱାଇଁଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍
ପଦ୍ମଶ୍ରୀ ଗୁରୁ ଗୋପୀନାଥ     ସ୍ୱାଇଁଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 12 ଅଗଷ୍ଟ (ହି.ସ.)- ପଦ୍ମଶ୍ରୀ

ଗୁରୁ ଗୋପୀନାଥ ସ୍ୱାଇଁଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁକେଶ ମହାଲିଙ୍ଗ

। ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ

ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜାମ ଜିଲ୍ଲାର ଗର୍ବ ପଦ୍ମଶ୍ରୀ ଗୁରୁ ଗୋପୀନାଥ

ସ୍ୱାଇଁଙ୍କୁ ଆଜି ତାଙ୍କ ଗୋବିନ୍ଦପୁର ବାସଭବନରେ ଭେଟି ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲି। କିଛି

ଦିନ ତଳେ ଅସୁସ୍ଥତା କାରଣରୁ ସେ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଥିଲେ। ମହାପ୍ରଭୂଙ୍କ

ନିକଟରେ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande