ଭୁବନେଶ୍ୱର,୧୪ ଅଗଷ୍ଟ (ହି.ସ)- ଆସନ୍ତାକାଲି (ଶୁକ୍ରବାର) ସନ୍ଧ୍ୟା ୬ ଘଟିକା ୩୦ ମିନିଟ ସମୟରେ ରବୀନ୍ଦ୍ର ମଣ୍ଡପଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଆନୁକୂଲ୍ୟରେ ଦେଶାତ୍ମବୋଧକ ସଙ୍ଗୀତ ଉତ୍ସବ ଭାରତୀୟମ୍ ଆୟୋଜିତ ହେବ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେବେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା