ଭୁବନେଶ୍ୱର, 15 ଅଗଷ୍ଟ (ହି.ସ.)
- ଆସନ୍ତା ସୋମବାର ଅଗଷ୍ଟ ୧୮
ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l
ମୁଖ୍ୟମନ୍ତ୍ରୀଙ୍କ
ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ୱର ୟୁନିଟ ୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ
ଅଭିଯୋଗ ପ୍ରକୋଷ୍ଠ ଠାରେ ଆସନ୍ତା ସୋମବାର ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l
ପରବର୍ତ୍ତୀ
ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦ ପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ
ଦିଆଯିବ l ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି
l
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା