ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ଜୁଏଲ ଓରାମ
ଭୁବନେଶ୍ୱର, 15 ଅଗଷ୍ଟ (ହି.ସ.) - ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଆପଣ ସମସ୍ତଙ୍କୁ 79ତମ ସ୍ୱାଧୀନତା ଦିବସର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ବନ୍ଦେ ମାତରଂ । ଜୟ ହ
ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ଜୁଏଲ ଓରାମ


ଭୁବନେଶ୍ୱର, 15 ଅଗଷ୍ଟ (ହି.ସ.)

- ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଆପଣ ସମସ୍ତଙ୍କୁ 79ତମ

ସ୍ୱାଧୀନତା ଦିବସର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ବନ୍ଦେ ମାତରଂ । ଜୟ ହିନ୍ଦ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande