ଭୁବନେଶ୍ୱର, 15 ଅଗଷ୍ଟ (ହି.ସ.)- ସ୍ୱାଧୀନତା ଦିବସର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ବିରୋଧୀ ଦଳ ନେତା
ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ସ୍ୱାଧୀନତା ଦିବସ
ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଲୋକଙ୍କ କଲ୍ୟାଣ ଏବଂ ଉନ୍ନତିକୁ ପ୍ରାଥମିକତା ଦେଇ
ଆସନ୍ତୁ ଦେଶର ଏକତା ଓ ଅଖଣ୍ଡତାକୁ ବଜାୟ ରଖି ଆଗକୁ ବଢ଼ିବା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା