ଭୁବନେଶ୍ୱର, 15 ଅଗଷ୍ଟ (ହି.ସ.)
- ଭୁବନେଶ୍ୱରସ୍ଥିତ ଆବାସିକ କାର୍ଯ୍ୟାଳୟଠାରେ ଜାତୀୟ ପତାକା ଉତ୍ତୋଳନ
କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏହି ଅବସରରେ ସେ କହିଛନ୍ତି ଯେ, ଦେଶ ମାତୃକାର
ଅଖଣ୍ଡତା, ଆମ ଏକତା ଏବଂ ସ୍ୱାଭିମାନର ପ୍ରତୀକ ତ୍ରିରଙ୍ଗା । ଆଜି
ଭୁବନେଶ୍ୱରସ୍ଥିତ ଆବାସିକ କାର୍ଯ୍ୟାଳୟଠାରେ ଜାତୀୟ ପତାକା ଉତ୍ତୋଳନ କରି ପ୍ରଧାନମନ୍ତ୍ରୀ ଶ୍ରୀ
ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ହର୍ ଘର୍ ତିରଙ୍ଗାଅଭିଯାନରେ
ସାମିଲ ହେଲି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା