ରାଜଭବନରେ ସ୍ୱାଧୀନତା ଦିବସ ପାଳିତ
ଭୁବନେଶ୍ୱର,୧୬ ଅଗଷ୍ଟ (ହି.ସ.) - ରାଜଭବନରେ ୭୯ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି ।ଶୁକ୍ରବାର ସକାଳେ ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ରୂପା ରୋଶନ ସାହୁ ଜାତୀୟ ପତାକା ଉତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ବାହିନୀ ପକ୍ଷରୁ ରାଷ୍ଟ୍ରୀୟ
ରାଜଭବନରେ ସ୍ୱାଧୀନତା ଦିବସ ପାଳିତ


ଭୁବନେଶ୍ୱର,୧୬ ଅଗଷ୍ଟ (ହି.ସ.) - ରାଜଭବନରେ ୭୯ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି ।ଶୁକ୍ରବାର ସକାଳେ ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ରୂପା ରୋଶନ ସାହୁ ଜାତୀୟ ପତାକା ଉତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ବାହିନୀ ପକ୍ଷରୁ ରାଷ୍ଟ୍ରୀୟ ସଲାମି ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ରାଜଭବନର ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande