ନାଗାଲାଣ୍ଡ ରାଜ୍ୟପାଳଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, 16 ଅଗଷ୍ଟ (ହି.ସ.) - ନାଗାଲାଣ୍ଡ ରାଜ୍ୟପାଳଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନାଗାଲାଣ୍ଡ ରାଜ୍ୟପାଳ ଏଲ.ଗଣେଶନଙ୍କ ବିୟୋଗରେ ଦୁଃଖିତ । ମହାପ୍ରଭୁ
ନାଗାଲାଣ୍ଡ ରାଜ୍ୟପାଳଙ୍କ     ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ


ଭୁବନେଶ୍ୱର, 16 ଅଗଷ୍ଟ (ହି.ସ.)

- ନାଗାଲାଣ୍ଡ

ରାଜ୍ୟପାଳଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନାଗାଲାଣ୍ଡ ରାଜ୍ୟପାଳ ଏଲ.ଗଣେଶନଙ୍କ

ବିୟୋଗରେ ଦୁଃଖିତ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କ ଅମର ଆତ୍ମାର ସଦଗତି କାମନା

କରିବା ସହ ଏହି ଦୁଃଖ ସମୟରେ ତାଙ୍କ ପରିବାରକୁ ଧୈର୍ଯ୍ୟ ପ୍ରଦାନ କରନ୍ତୁ । ଓମ୍ ଶାନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande