ଭୁବନେଶ୍ୱର, 16 ଅଗଷ୍ଟ (ହି.ସ.)- ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଂଜଳି
ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ
ମନ୍ତ୍ରୀ କହିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ, ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥିରେ ବିନମ୍ର ପ୍ରଣାମ ଜଣାଉଛି। ଜଣେ
ଯୋଗଜନ୍ମା ଜନନେତା ଭାବେ ଦେଶର ବିକାଶରେ ତାଙ୍କର ଯୋଗଦାନ ଅବିସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା