ଭାରତ ରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କୁ ନମନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 16 ଅଗଷ୍ଟ (ହି.ସ.)- ଭାରତ ରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ,ଆମ ଦଳର ପ୍ରଥମ ରାଷ୍ଟ୍ରୀୟ ଅଧ୍ୟକ୍ଷ, ପ୍ରଖର ରାଷ୍ଟ୍ରବାଦୀ ନେତା,
ଭାରତ ରତ୍ନ ସ୍ୱର୍ଗତ ଅଟଳ     ବିହାରୀ ବାଜପେୟୀଙ୍କୁ ନମନ କଲେ ପ୍ରଭାତି ପରିଡା


ଭୁବନେଶ୍ୱର, 16 ଅଗଷ୍ଟ (ହି.ସ.)- ଭାରତ ରତ୍ନ

ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ

ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ,ଆମ ଦଳର ପ୍ରଥମ ରାଷ୍ଟ୍ରୀୟ ଅଧ୍ୟକ୍ଷ,

ପ୍ରଖର ରାଷ୍ଟ୍ରବାଦୀ ନେତା,

ଓଜସ୍ୱୀ ବକ୍ତା, ଯଶସ୍ୱୀ କବି, ପୂର୍ବତନ

ପ୍ରଧାନମନ୍ତ୍ରୀ ତଥା ଆମ ସମସ୍ତଙ୍କ ପ୍ରେରଣାର ଉତ୍ସ ଭାରତ ରତ୍ନ ସ୍ୱର୍ଗତ ଅଟଳ ବିହାରୀ

ବାଜପେୟୀ ଜୀଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି । ତାଙ୍କ ବ୍ୟକ୍ତିତ୍ୱ,

ରାଷ୍ଟ୍ରପ୍ରେମ ଏବଂ ସୁଶାସନ ପାଇଁ ପ୍ରତିବଦ୍ଧତା ପାଇଁ

ସେ ଚିରକାଳ ସ୍ମରଣୀୟ ହୋଇ ରହିବେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande