ଭୁବନେଶ୍ୱର, 17 ଅଗଷ୍ଟ (ହି.ସ.)
- ସମାଜସେବୀ ପାର୍ବତୀ ଗିରିଙ୍କ ସ୍ମୃତିଚାରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ
ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ
ସ୍ଵାଧୀନତା ସଂଗ୍ରାମୀ ତଥା ସମାଜସେବୀ ପାର୍ବତୀ ଗିରିଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା