ସମାଜସେବୀ ପାର୍ବତୀ ଗିରିଙ୍କୁ ନମନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 17 ଅଗଷ୍ଟ (ହି.ସ.)- ସମାଜସେବୀ ପାର୍ବତୀ ଗିରିଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ସମାଜସେବୀ ପାର୍ବତୀ ଗିରିଙ୍କ ଶ୍ରାଦ୍ଧବା
ସମାଜସେବୀ ପାର୍ବତୀ ଗିରିଙ୍କୁ     ନମନ କଲେ କେଭି ସିଂହଦେଓ


ଭୁବନେଶ୍ୱର, 17 ଅଗଷ୍ଟ (ହି.ସ.)- ସମାଜସେବୀ

ପାର୍ବତୀ ଗିରିଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ

ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା

ସମାଜସେବୀ ପାର୍ବତୀ ଗିରିଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର

ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande