ନବୀନ ପଟ୍ଟନାୟକ ଅସୁସ୍ଥ
ଭୁବନେଶ୍ୱର, ୧୭ ଅଗଷ୍ଟ (ହି.ସ.)- ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତି ହୋଇଛନ୍ତି। ଭୁବନେଶ୍ୱର ସ୍ଥିତ ସମ୍ ଅଲଟିମେଟ୍ ପକ୍ଷରୁ ସୂଚନା ଦିଆଯାଇଛି ଯେ ନବୀନ ପଟ୍ଟନାୟକ ଅପରାହ୍ନ ୫ଟା ୧୫ରେ ଘରୋଇ ହସ୍ପିଟାଲ୍ ରେ ଭର୍ତି ହୋଇଛନ୍ତି। ଡିହାଇଡ୍ରେସନ୍ ଯୋ
ନବୀନ ପଟ୍ଟନାୟକ ଅସୁସ୍ଥ


ଭୁବନେଶ୍ୱର, ୧୭ ଅଗଷ୍ଟ (ହି.ସ.)- ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତି ହୋଇଛନ୍ତି।

ଭୁବନେଶ୍ୱର ସ୍ଥିତ ସମ୍ ଅଲଟିମେଟ୍ ପକ୍ଷରୁ ସୂଚନା ଦିଆଯାଇଛି ଯେ ନବୀନ ପଟ୍ଟନାୟକ ଅପରାହ୍ନ ୫ଟା ୧୫ରେ ଘରୋଇ ହସ୍ପିଟାଲ୍ ରେ ଭର୍ତି ହୋଇଛନ୍ତି। ଡିହାଇଡ୍ରେସନ୍ ଯୋଗୁଁ ତାଙ୍କୁ ହସ୍ପିଟାଲ୍‌ରେ ଭର୍ତି କରାଯାଇଛି। ଅନ୍ୟପକ୍ଷରେ ନବୀନଙ୍କ ଅସୁସ୍ଥତା ଖବର ପାଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ , ଇଲେକ୍ଟ୍ରୋନିକସ ଏବଂ ଆଇଟି , ସଂସଦୀୟ ବ୍ୟାପାର ମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ ହସ୍ପିଟାଲରେ ପହଂଚିଥିବା ସୂଚନା ରହିଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande