ଦେଶି ମଦ ଚାଲାଣ ବେଳେ ଚଢାଉ, ଜଣେ ଗିରଫ
Bhubaneswar, 2 ଅଗଷ୍ଟ (ହି.ସ.) ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢାଉ କରି ଜଣେ ଅଭିଯୁକ୍ତ କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ଡିରିବିଗୁଡା ଗ୍ରାମର କେଶବ ଗୌଡ । ସୁଚନା ଅନୁଯାଇ ଦେଶି ମଦ ଚାଲାଣ ସୁଚନା ପାଇ ଜୟପୁର ଅବକାରି ଥାନା ଡିରିବିଗୁଡା ରେ ଚଢାଉ କରି ୮
ଦେଶି ମଦ ଚାଲାଣ ବେଳେ ଚଢାଉ, ଜଣେ ଗିରଫ


Bhubaneswar, 2 ଅଗଷ୍ଟ (ହି.ସ.)

ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢାଉ କରି ଜଣେ ଅଭିଯୁକ୍ତ କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ଡିରିବିଗୁଡା ଗ୍ରାମର କେଶବ ଗୌଡ । ସୁଚନା ଅନୁଯାଇ ଦେଶି ମଦ ଚାଲାଣ ସୁଚନା ପାଇ ଜୟପୁର ଅବକାରି ଥାନା ଡିରିବିଗୁଡା ରେ ଚଢାଉ କରି ୮ ଲିଟର ଦେଶି ମଦ ଜବତ କରିଛି । ଗିରଫ ଅଭିଯୁକ୍ତ କୁ ସଂନ୍ଧ୍ୟା ୭ଟାରେ କୋର୍ଟ ଚାଲାଣ କରିଥିବା ବିଷୟ ଜୟପୁର ଅବକାରି ଥାନା ତରଫରୁ ସୁଚନା ଦିଆଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande