ସିଦ୍ଧାନ୍ତ ମହାପାତ୍ରଙ୍କ ମାଙ୍କ ପରଲୋକରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଶୋକ
ଭୁବନେଶ୍ୱର, ୦୨ ଅଗଷ୍ଟ (ହି.ସ)- ଅଭିନେତା ତଥା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାଙ୍କ ପରଲୋକରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ୍ସରେ ଉପମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଲୋକପ୍ରିୟ ଅଭିନେତା ତଥା ଆମ ଦଳର ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ରଙ୍କ ମାତା
ସିଦ୍ଧାନ୍ତ ମହାପାତ୍ରଙ୍କ ମାଙ୍କ ପରଲୋକରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଶୋକ


ଭୁବନେଶ୍ୱର, ୦୨ ଅଗଷ୍ଟ (ହି.ସ)- ଅଭିନେତା ତଥା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାଙ୍କ ପରଲୋକରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ୍ସରେ ଉପମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଲୋକପ୍ରିୟ ଅଭିନେତା ତଥା ଆମ ଦଳର ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ରଙ୍କ ମାତା ଶ୍ରୀମତୀ କନକ ମହାପାତ୍ରଙ୍କ ପରଲୋକ ଖବର ଶୁଣି ମୁଁ ଦୁଃଖିତ । ଏ ଦୁଃଖଦ ସମୟରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦ୍‌ଗତି କାମନା କରୁଛି । ଓଁ ଶାନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande