ଭୁବନେଶ୍ୱର, ୦୨ ଅଗଷ୍ଟ (ହି.ସ)- ସରକାରୀ କର୍ମଚାରୀଙ୍କ ସେଲ୍ଫ ଆପ୍ରାଇଜାଲ୍ ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଗ୍ରୁପ ଏ ଓ ଗ୍ରୁପ ବି ବର୍ଗର ସରକାରୀ କର୍ମଚାରୀଙ୍କ କ୍ଷେତ୍ରରେ ଅବଧି ବଢିଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସମସ୍ତ ବିଭାଗକୁ ଚିଠି କରାଯାଇଛି। ତେବେ ନିର୍ଦ୍ଧାରିତ ଅବଧି ମଧ୍ୟରେ ଏଚଆରଏମଏସ୍ ପୋର୍ଟାଲରେ ଅପଲୋଡ୍ ପାଇଁ ନିର୍ଦ୍ଦେଶ ଦିଆଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା