ପୂର୍ବତନ ବିଜେଡି ସାଂସଦ ପିନାକୀ ମିଶ୍ରଙ୍କ ନାଁରେ ସାଂଘାତିକ ଅଭିଯୋଗ
ଭୁବନେଶ୍ୱର, 27 ଅଗଷ୍ଟ(ହି.ସ)-ପୂର୍ବତନ ବିଜେଡି ସାଂସଦ ପିନାକୀ ମିଶ୍ରଙ୍କ ନାଁରେ ସାଂଘାତିକ ଅଭିଯୋଗ । ଆର୍ଥିକ ହେରଫେର, ମନି ଲଣ୍ଡରିଂ ଭଳି ସଙ୍ଗୀନ ଅଭିଯୋଗ । ସଂସଦରେ ଦେଶ ସୁରକ୍ଷାର ଗୁପ୍ତ ତଥ୍ୟ ନେଇ ପ୍ରଶ୍ନ ପଚାରିବା ଅଭିଯୋଗ । ସନ୍ଦେହଜନକ ସମ୍ପତ୍ତି କାରବାର, ଟ୍ର
ପୂର୍ବତନ ବିଜେଡି ସାଂସଦ ପିନାକୀ ମିଶ୍ରଙ୍କ ନାଁରେ ସାଂଘାତିକ     ଅଭିଯୋଗ


ଭୁବନେଶ୍ୱର, 27 ଅଗଷ୍ଟ(ହି.ସ)-ପୂର୍ବତନ ବିଜେଡି ସାଂସଦ ପିନାକୀ ମିଶ୍ରଙ୍କ ନାଁରେ

ସାଂଘାତିକ ଅଭିଯୋଗ । ଆର୍ଥିକ ହେରଫେର, ମନି ଲଣ୍ଡରିଂ ଭଳି

ସଙ୍ଗୀନ ଅଭିଯୋଗ । ସଂସଦରେ ଦେଶ ସୁରକ୍ଷାର ଗୁପ୍ତ ତଥ୍ୟ ନେଇ ପ୍ରଶ୍ନ ପଚାରିବା ଅଭିଯୋଗ ।

ସନ୍ଦେହଜନକ ସମ୍ପତ୍ତି କାରବାର, ଟ୍ରଷ୍ଟ ନାଁରେ

ବିଦେଶରୁ ଟଙ୍କା ଆଣିବା ଅଭିଯୋଗ । ନ୍ୟୁକ୍ଲିୟର ବୁଡ଼ା ଜାହାଜ, ମିଶାଇଲ ସିଷ୍ଟମ୍‌ ସମ୍ପର୍କିତ ତଥ୍ୟ ପଚାରିବା ଅଭିଯୋଗ

। ଗୃହ ମନ୍ତ୍ରାଳୟ ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ଦୁଇଟି ଅଭିଯୋଗ ଦାୟର । ଅଭିଯୋଗ ସମ୍ପୃକ୍ତ

କର୍ତ୍ତୃପକ୍ଷଙ୍କ ଦ୍ବାରା ଗ୍ରହଣ କରାଯାଇଥିବା ସୂଚନା । ଅଭିଯୋଗ ଗ୍ରହଣ ପରେ ତଦନ୍ତ ଆରମ୍ଭ

ହୋଇଥିବା ସୂଚନା ମିଳିଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande