ପବିତ୍ର ଗଣେଶ ଚତୁର୍ଥୀର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 27 ଅଗଷ୍ଟ (ହି.ସ.) - ପବିତ୍ର ଗଣେଶ ଚତୁର୍ଥୀର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ଗଣେଶ ଚତୁର୍ଥୀ ଅବସରରେ ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା
ପବିତ୍ର ଗଣେଶ ଚତୁର୍ଥୀର     ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 27 ଅଗଷ୍ଟ (ହି.ସ.)

- ପବିତ୍ର ଗଣେଶ

ଚତୁର୍ଥୀର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ

ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ଗଣେଶ ଚତୁର୍ଥୀ ଅବସରରେ ଆପଣମାନଙ୍କୁ

ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ଗଜାନନଙ୍କ କୃପାରୁ ଆପଣଙ୍କ ଜୀବନ ସୁଖ ଓ ସମୃଦ୍ଧିରେ

ଭରିଯାଉ, ଏତିକି ପ୍ରାର୍ଥନା

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande