ମୋହନଙ୍କୁ ଭେଟିଲେ ସିକ୍କିମ୍ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୮ ଅଗଷ୍ଟ(ହି.ସ)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସିକ୍କିମ୍ ମୁଖ୍ୟମନ୍ତ୍ରୀ ଭେଟିଛନ୍ତି। ସିକ୍କିମ୍ ମୁଖ୍ୟମନ୍ତ୍ରୀ ପ୍ରେମ୍ ସିଂ ତମାଙ୍ଗ ଗୁରୁବାର ଦିନ ରାଜ୍ୟ ଅତିଥି ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ---------------
ମୋହନଙ୍କୁ ଭେଟିଲେ ସିକ୍କିମ୍ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, ୨୮ ଅଗଷ୍ଟ(ହି.ସ)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସିକ୍କିମ୍ ମୁଖ୍ୟମନ୍ତ୍ରୀ ଭେଟିଛନ୍ତି। ସିକ୍କିମ୍ ମୁଖ୍ୟମନ୍ତ୍ରୀ ପ୍ରେମ୍ ସିଂ ତମାଙ୍ଗ ଗୁରୁବାର ଦିନ ରାଜ୍ୟ ଅତିଥି ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande