ଭୁବନେଶ୍ୱର, ୨୯ ଅଗଷ୍ଟ(ହି.ସ)- ଆଗାମୀ ସେପ୍ଟେମ୍ବର ୧ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ସେପ୍ଟେମ୍ବର ୧ ତାରିଖ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା