ମୁଁ ଓଡ଼ିଆ ପ୍ରତିଷ୍ଠାନର ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ
ଭଦ୍ରକ, ୨୯ ଅଗଷ୍ଟ (ହି.ସ.) - ମୁଁ ଓଡ଼ିଆ ପ୍ରତିଷ୍ଠାନର ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ପ୍ରତିଷ୍ଠାନର ସୁଦୃଢ଼ ଏବଂ ବିକାଶ ଦିଗରେ ବହୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ଏହି ଗବେଷଣାତ୍ମକ ଜରୁରୀକାଳୀନ ବୈଠକରେ ଯୋଗ ଦେଇଥିଲେ ପ୍ରତିଷ୍ଠାନର ପ୍ରତିଷ୍ଠାତା ପଣ୍ଡିତ ଦୈତ୍ୟାରି ମହାପାତ
MU ODIA PRATISTHAN BAITHAK


ଭଦ୍ରକ, ୨୯ ଅଗଷ୍ଟ (ହି.ସ.) - ମୁଁ ଓଡ଼ିଆ ପ୍ରତିଷ୍ଠାନର ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ପ୍ରତିଷ୍ଠାନର ସୁଦୃଢ଼ ଏବଂ ବିକାଶ ଦିଗରେ ବହୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ଏହି ଗବେଷଣାତ୍ମକ ଜରୁରୀକାଳୀନ ବୈଠକରେ ଯୋଗ ଦେଇଥିଲେ ପ୍ରତିଷ୍ଠାନର ପ୍ରତିଷ୍ଠାତା ପଣ୍ଡିତ ଦୈତ୍ୟାରି ମହାପାତ୍ରଙ୍କ ସହିତ ଭଦ୍ରକ ଜିଲ୍ଲାର ଜିଲ୍ଲା ସଭାପତି ପ୍ରାବନ୍ଧିକ ବିଭୁତି ଭୁଷଣ ସେନାପତି, କାର୍ଯ୍ୟକାରୀ ସଭାପତି ଶିକ୍ଷାବିତ୍ ଅରୁଣ କୁମାର ମଲ୍ଲିକ, ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ତ୍ରିପାଠୀ, ମୁଖ୍ୟ ସଂଯୋଜକ ଅଧ୍ୟାପକ ମନୋରଂଜନ ବାରିକ, ସହ ସମ୍ପାଦିକା ମନସ୍ମିତା ଦାସ, ଦୀପାଲୀ ନାୟକ ଏବଂ କାର୍ଯ୍ୟନିର୍ବାହୀ ସଦସ୍ୟ ଅଜୟ କୁମାର ମହାପାତ୍ର।ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ


 rajesh pande