ଆଜି ଜାତୀୟ କ୍ରୀଡ଼ା ଦିବସ
ଭୁବନେଶ୍ୱର, 29 ଅଗଷ୍ଟ (ହି.ସ.) ଆଜି ଜାତୀୟ କ୍ରୀଡ଼ା ଦିବସ ଅବସରରେ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଓ ବିଜୁ ପଟ୍ଟନାୟକ ସାହାସିକତା ପୁରସ୍କାର ସମାରୋହର ଆୟୋଜନ କରାଯିବ।ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ଡ଼. ହରିବାବୁ କମ୍ଭମ୍‌ପାଟି ମୁଖ୍ୟ ଅତି
ଆଜି ଜାତୀୟ କ୍ରୀଡ଼ା ଦିବସ


ଭୁବନେଶ୍ୱର, 29 ଅଗଷ୍ଟ (ହି.ସ.) ଆଜି ଜାତୀୟ କ୍ରୀଡ଼ା ଦିବସ ଅବସରରେ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଓ ବିଜୁ ପଟ୍ଟନାୟକ ସାହାସିକତା ପୁରସ୍କାର ସମାରୋହର ଆୟୋଜନ କରାଯିବ।ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ଡ଼. ହରିବାବୁ କମ୍ଭମ୍‌ପାଟି ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଜୟଦେବ ଭବନ ଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande