ସେପ୍ଟେମ୍ବର ୧ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଭୁବନେଶ୍ୱର, 29 ଅଗଷ୍ଟ (ହି.ସ.)- ଆଗାମୀ ସେପ୍ଟେମ୍ବର ୧ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ସେପ୍ଟେମ୍ବର ୧ ତାରିଖ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହି
ସେପ୍ଟେମ୍ବର ୧ ତାରିଖରେ ବନ୍ଦ     ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି


ଭୁବନେଶ୍ୱର, 29 ଅଗଷ୍ଟ (ହି.ସ.)- ଆଗାମୀ ସେପ୍ଟେମ୍ବର ୧ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ସେପ୍ଟେମ୍ବର ୧ ତାରିଖ ରେ

ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ଏନେଇ ସାଧାରଣ

ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande