ଜାତୀୟ କ୍ରୀଡ଼ା ଦିବସରେ ହକି ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 29 ଅଗଷ୍ଟ (ହି.ସ.)- ଜାତୀୟ କ୍ରୀଡ଼ା ଦିବସରେ ହକି ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ଜାତୀୟ କ୍ରୀଡ଼ା ଦିବସ ଅବସର
ଜାତୀୟ କ୍ରୀଡ଼ା ଦିବସରେ ହକି     ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 29 ଅଗଷ୍ଟ (ହି.ସ.)- ଜାତୀୟ କ୍ରୀଡ଼ା

ଦିବସରେ ହକି ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁକେଶ ମହାଲିଙ୍ଗ

କହିଛନ୍ତି ଯେ, ଜାତୀୟ କ୍ରୀଡ଼ା ଦିବସ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ହକିର ଯାଦୁଗର ଭାବେ ସୁପରିଚିତ ମେଜର ଧ୍ୟାନଚାନ୍ଦଙ୍କ ଜୟନ୍ତୀରେ

କୋଟି ପ୍ରଣାମ ଜଣାଉଛି। ଭାରତର ହକିକୁ ବିଶ୍ୱ ଦରବାରରେ ଏକ ନୂତନ ପରିଚୟ ଦେବାରେ ତାଙ୍କର ଅବଦାନ

ଅତୁଳନୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande