କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 03 ଅଗଷ୍ଟ (ହି.ସ.) ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା ଗସ୍ତ ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି । ଏହି ଅବସରରେ ସରକାରଙ୍କ ପକ୍ଷରୁ ଜନ କଲ୍ୟାଣ ଉଦ୍ଦେଶ୍ୟରେ ସମର୍ପିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟଗୁଡ଼ିକୁ ତ୍ୱରା
କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 03 ଅଗଷ୍ଟ (ହି.ସ.) ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା ଗସ୍ତ ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି । ଏହି ଅବସରରେ ସରକାରଙ୍କ ପକ୍ଷରୁ ଜନ କଲ୍ୟାଣ ଉଦ୍ଦେଶ୍ୟରେ ସମର୍ପିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ୱିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande