ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ
ଭୁବନେଶ୍ୱର, 03 ଅଗଷ୍ଟ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରବିବାର କେନ୍ଦୁଝର ଜିଲା ଗସ୍ତରେ ଯାଉଛନ୍ତି । ସୂଚନା ଅନୁଯାୟୀ ରବିବାର ପୂର୍ବାହ୍ନ ୧୦ଟା ୩୦ମିନିଟରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏକ ଶିକ୍ଷା ରଥ, ଆମ୍ବୁଲାନ୍ସ ଏବଂ ମା'' ତାରିଣୀଙ୍କ ନଡ଼ିଆ ସଂଗ୍ରହ ଗାଡି ଲୋକାର୍ପ
ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ


ଭୁବନେଶ୍ୱର, 03 ଅଗଷ୍ଟ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରବିବାର କେନ୍ଦୁଝର ଜିଲା ଗସ୍ତରେ ଯାଉଛନ୍ତି ।

ସୂଚନା ଅନୁଯାୟୀ ରବିବାର ପୂର୍ବାହ୍ନ ୧୦ଟା ୩୦ମିନିଟରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏକ ଶିକ୍ଷା ରଥ, ଆମ୍ବୁଲାନ୍ସ ଏବଂ ମା' ତାରିଣୀଙ୍କ ନଡ଼ିଆ ସଂଗ୍ରହ ଗାଡି

ଲୋକାର୍ପିତ କରିବା ସହ ୧୧ଟାରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଦରବାର ହଲରେ ଜିଲାସ୍ତରୀୟ ସମୀକ୍ଷା ବୈଠକରେ ଯୋଗ ଦେବେ । ଅପରାହ୍ନ ୩ଟାରେ କେନ୍ଦୁଝର ଷ୍ଟାଡିୟମ ସାହାଣୀ କପ ଫୁଟବଲ ଫାଇନାଲ ମ୍ୟାଚରେ ମୁଖ୍ୟ ଅତିଥ୍ ଭାବେ ଯୋଗ ଦେବେ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande