ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର, 03 ଅଗଷ୍ଟ (ହି.ସ.) – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ପୂର୍ବତନ ରାଜ୍ୟପାଳ ତଥା ଆମ ଦଳର ବରିଷ୍ଠ ନେତା ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଜନ୍ମ ଦିବ
ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ


ଭୁବନେଶ୍ୱର, 03 ଅଗଷ୍ଟ (ହି.ସ.) – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ପୂର୍ବତନ ରାଜ୍ୟପାଳ ତଥା ଆମ ଦଳର ବରିଷ୍ଠ ନେତା ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଜନ୍ମ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ମହାପ୍ରଭୁଙ୍କ ପାଖରେ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande