ଆନ୍ଧ୍ରପ୍ରଦେଶର ଏକ ପଥର ଖଣିରେ ୬ଜଣ ଓଡ଼ିଆ ଶ୍ରମିକ ପ୍ରାଣ ହରାଇବା ଘଟଣାରେ ଦୁଃଖ ପ୍ରକାଶ କଲେ ବିରୋଧୀ ଦଳର ନେତା
ଭୁବନେଶ୍ୱର, 03 ଅଗଷ୍ଟ (ହି.ସ.) ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଆନ୍ଧ୍ରପ୍ରଦେଶର ଏକ ପଥର ଖଣିରେ ୬ଜଣ ଓଡ଼ିଆ ଶ୍ରମିକ ପ୍ରାଣ ହରାଇବା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି । ଆନ୍ଧ୍ରପ୍ରଦେଶର ଏକ ପଥର ଖଣିରେ ବିସ୍ଫୋରଣ ଘଟି ୬ଜଣ ଓଡ଼ିଆ ଶ୍ରମିକ ପ୍ରାଣ ହରାଇଥିବା ବିଷୟ
ଆନ୍ଧ୍ରପ୍ରଦେଶର ଏକ ପଥର ଖଣିରେ ୬ଜଣ ଓଡ଼ିଆ ଶ୍ରମିକ     ପ୍ରାଣ ହରାଇବା ଘଟଣାରେ ଦୁଃଖ ପ୍ରକାଶ କଲେ ବିରୋଧୀ ଦଳର ନେତା


ଭୁବନେଶ୍ୱର, 03 ଅଗଷ୍ଟ (ହି.ସ.) ବିରୋଧୀ ଦଳର ନେତା

ନବୀନ ପଟ୍ଟନାୟକ ଆନ୍ଧ୍ରପ୍ରଦେଶର ଏକ ପଥର ଖଣିରେ ୬ଜଣ ଓଡ଼ିଆ ଶ୍ରମିକ ପ୍ରାଣ ହରାଇବା ଘଟଣାରେ

ଦୁଃଖ ପ୍ରକାଶ କରିଛନ୍ତି ।

ଆନ୍ଧ୍ରପ୍ରଦେଶର ଏକ ପଥର ଖଣିରେ ବିସ୍ଫୋରଣ ଘଟି ୬ଜଣ

ଓଡ଼ିଆ ଶ୍ରମିକ ପ୍ରାଣ ହରାଇଥିବା ବିଷୟରେ ଜାଣି ମୁଁ ଦୁଃଖିତ। ପ୍ରାଣ ହରାଇଥିବା ଶ୍ରମିକମାନଙ୍କ

ଅମର ଆତ୍ମାର ସଦଗତି କାମନା କରୁଛି। ଏପରି ସମୟକୁ ସାମ୍ନା କରିବା ପାଇଁ ପରିବାରର ସଦସ୍ୟମାନଙ୍କୁ

ମହାପ୍ରଭୁ ଅସୀମ ଧୈର୍ଯ୍ୟ ଦିଅନ୍ତୁ। ଏଥିସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande