ଆନ୍ଧ୍ରପ୍ରଦେଶଠାରେ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର, 03 ଅଗଷ୍ଟ (ହି.ସ) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆନ୍ଧ୍ରପ୍ରଦେଶଠାରେ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଆନ୍ଧ୍ରପ୍ରଦେଶର ଏକ ପଥର ଖଣିରେ ଅଘଟଣ ଘଟି ଓଡ଼ିଶାର କିଛି ଲୋକଙ୍କ ମୃତ୍ଯୁ ହୋଇଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମା
ଆନ୍ଧ୍ରପ୍ରଦେଶଠାରେ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ


ଭୁବନେଶ୍ୱର, 03 ଅଗଷ୍ଟ (ହି.ସ) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆନ୍ଧ୍ରପ୍ରଦେଶଠାରେ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଆନ୍ଧ୍ରପ୍ରଦେଶର ଏକ ପଥର ଖଣିରେ ଅଘଟଣ ଘଟି ଓଡ଼ିଶାର କିଛି ଲୋକଙ୍କ ମୃତ୍ଯୁ ହୋଇଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande