ବଳଙ୍ଗା ପୀଡ଼ିତାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ
ଭୁବନେଶ୍ୱର, ୩ ଅଗଷ୍ଟ (ହି.ସ.) । ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବଳଙ୍ଗା ପୀଡ଼ିତାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ ସରକାର ସବୁ ପଦକ୍ଷେପ ନେଇଥିଲେ । କିନ୍ତୁ ଝିଅର ଜୀବନ ବଞ୍ଚି ପାରିଲା ନାହିଁ । ବେଷ୍ଟ ଟ୍ରିଟମେଣ୍ଟ ତାଙ୍କୁ ଯୋଗାଇ ଦିଆଯାଇଛି । ତାଙ୍କ
ବଳଙ୍ଗା ପୀଡ଼ିତାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ


ଭୁବନେଶ୍ୱର, ୩ ଅଗଷ୍ଟ (ହି.ସ.) । ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବଳଙ୍ଗା ପୀଡ଼ିତାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ।

ଏହି ଅବସରରେ ସେ କହିଛନ୍ତି ଯେ ସରକାର ସବୁ ପଦକ୍ଷେପ ନେଇଥିଲେ । କିନ୍ତୁ ଝିଅର ଜୀବନ ବଞ୍ଚି ପାରିଲା ନାହିଁ । ବେଷ୍ଟ ଟ୍ରିଟମେଣ୍ଟ ତାଙ୍କୁ ଯୋଗାଇ ଦିଆଯାଇଛି । ତାଙ୍କ ବାପା କହିଛନ୍ତି, ଯେ ସରକାର ଯାହା ପଦକ୍ଷେପ ନେଇଛନ୍ତି ସେଥିରେ ସେ ଖୁସି । ବିରୋଧୀ ଦଳଙ୍କ କାମ ବିରୋଧ କରିବା କିନ୍ତୁ କାହା ଜୀବନକୁ ନେଇ ରାଜନୀତି ନହେଉ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande