ଶିବୁ ସୋରେନଙ୍କ ବିୟୋଗରେ ବୈଜୟନ୍ତ ପଣ୍ଡାଙ୍କ ଶୋକ
ଭୁବନେଶ୍ୱର, 4 ଅଗଷ୍ଟ (ହି.ସ.)- ଶିବୁ ସୋରେନଙ୍କ ବିୟୋଗରେ ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ବିଜେପି ରାଜ୍ୟ ଉପସଭାପତି ବୈଜୟନ୍ତ ପଣ୍ଡା କହିଛନ୍ତି ଯେ, ବରିଷ୍ଠ ନେତା, ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ, ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍
ଶିବୁ ସୋରେନଙ୍କ ବିୟୋଗରେ ବୈଜୟନ୍ତ ପଣ୍ଡାଙ୍କ ଶୋକ


ଭୁବନେଶ୍ୱର, 4 ଅଗଷ୍ଟ (ହି.ସ.)- ଶିବୁ ସୋରେନଙ୍କ ବିୟୋଗରେ ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରିଛନ୍ତି ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ବିଜେପି ରାଜ୍ୟ ଉପସଭାପତି ବୈଜୟନ୍ତ ପଣ୍ଡା କହିଛନ୍ତି ଯେ,

ବରିଷ୍ଠ ନେତା, ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ, ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ

ସୋରେନଙ୍କ ବିୟୋଗରେ ଦୁଃଖିତ । ତାଙ୍କ ସହ ପାର୍ଲିଆମେଂଟରେ ମୁଁ କାମ କରିଛି ଏବଂ ଅନେକ

ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା କରିଛି । ତାଙ୍କ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande