ଗଣଶିକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ବୋର୍ଡ ସଭାପତି
ଭୁବନେଶ୍ୱର, ୦୪ ଅଗଷ୍ଟ (ହି.ସ )- ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ଭେଟିଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ସୋମବାର ଦିନ ଲୋକସେବା ଭବନକୁ ଯାଇ ବୋର୍ଡ ସଭାପତି ମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି। ତେବେ କେଉଁ ପ୍ରସଙ୍ଗରେ ଆଲୋଚନା ହୋଇଛି ତାହା ସ୍ପଷ୍ଟ ହୋଇନାହିଁ। ଓଟିଇଟି ପ୍ରଶ୍ନପ
ଗଣଶିକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ବୋର୍ଡ ସଭାପତି


ଭୁବନେଶ୍ୱର, ୦୪ ଅଗଷ୍ଟ (ହି.ସ )- ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ଭେଟିଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ସୋମବାର ଦିନ ଲୋକସେବା ଭବନକୁ ଯାଇ ବୋର୍ଡ ସଭାପତି ମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି। ତେବେ କେଉଁ ପ୍ରସଙ୍ଗରେ ଆଲୋଚନା ହୋଇଛି ତାହା ସ୍ପଷ୍ଟ ହୋଇନାହିଁ। ଓଟିଇଟି ପ୍ରଶ୍ନପତ୍ର ଲିକ୍ ଓ ପରବର୍ତୀ ଘଟଣାବଳୀକୁ ନେଇ ଆଲୋଚନା ହୋଇଥିବା ସୂଚନା ମିଳିଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande