ନନ୍ଦିନୀ ଶତପଥୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 4 ଅଗଷ୍ଟ (ହି.ସ.)- ନନ୍ଦିନୀ ଶତପଥୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳ
ନନ୍ଦିନୀ ଶତପଥୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 4 ଅଗଷ୍ଟ (ହି.ସ.)- ନନ୍ଦିନୀ ଶତପଥୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ

ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ

ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande