ନନ୍ଦିନୀ ଶତପଥୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 4 ଅଗଷ୍ଟ (ହି.ସ.)- ନନ୍ଦିନୀ ଶତପଥୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ଲେଖିକା ଓ ସାମ୍ବାଦିକା ନନ୍ଦିନୀ ଶତ
ନନ୍ଦିନୀ ଶତପଥୀଙ୍କୁ     ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ


ଭୁବନେଶ୍ୱର, 4 ଅଗଷ୍ଟ (ହି.ସ.)- ନନ୍ଦିନୀ

ଶତପଥୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ

ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ

ତଥା ଲେଖିକା ଓ ସାମ୍ବାଦିକା ନନ୍ଦିନୀ ଶତପଥୀ ଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କ ଅମର ଆତ୍ମା

ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି। ନାରୀ ସଶକ୍ତିକରଣ,

ଓଡ଼ିଆ ସାହିତ୍ୟ, କଳା ଓ ସଂସ୍କୃତି ପ୍ରତି ତାଙ୍କ ଅବଦାନ ଅତୁଳନୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande