ଭୁବନେଶ୍ୱର, 4 ଅଗଷ୍ଟ (ହି.ସ.)- ୟୁନିଟ୍ ୧ ବାଳିକା ବିଦ୍ୟାଳୟର ପ୍ରଧାନଶିକ୍ଷକ ଗତ ୧୨
ଦିନ ପୂର୍ବରୁ ମହିଳା ଶିକ୍ଷୟିତ୍ରୀଙ୍କୁ ଯୌନ ନିର୍ଯ୍ୟାତନା ମାମଲାରେ ଗିରଫ ହୋଇଛନ୍ତି । ତେବେ ଗିରଫ ପରେ ଏବେ
ସ୍କୁଲ ଛାତ୍ରୀମାନେ ରାସ୍ତାରୋକ କରିବା ସହ ଆନ୍ଦୋଳନ କରିଛନ୍ତି । ପ୍ରଧାନଶିକ୍ଷକଙ୍କୁ ମିଛରେ
ଗିରଫ କରାଯାଇଛି ବୋଲି ସେମାନେ ଅଭିଯୋଗ କରିଛନ୍ତି । ତାଙ୍କର କୌଣସି ଭୁଲ
ନାହିଁ । ସ୍କୁଲ ଗେଟ୍ ତାଲା ପକାଇ ରାସ୍ତା ଅବରୋଧ କରିବା ସହ ଆନ୍ଦୋଳନ କରିଛନ୍ତି ଛାତ୍ରୀ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା