ସବୁ ରାଜସ୍ବ କାର୍ଯ୍ୟାଳୟରେ ବାୟୋମେଟ୍ରିକ୍ ଉପସ୍ଥାନ
ଭୁବନେଶ୍ୱର, 5 ଅଗଷ୍ଟ (ହି.ସ.)- ଏଣିକି ସବୁ ରାଜସ୍ବ କାର୍ଯ୍ୟାଳୟରେ ବାୟୋମେଟ୍ରିକ୍ ଉପସ୍ଥାନ । ଜିଲ୍ଲାର ସମସ୍ତ ରାଜସ୍ବ କାର୍ଯ୍ୟାଳୟରେ ଲାଗୁ ହେବ । ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି । ସମସ୍ତ ଜିଲ୍ଲାପାଳଙ୍କୁ ଚି
ସବୁ ରାଜସ୍ବ     କାର୍ଯ୍ୟାଳୟରେ ବାୟୋମେଟ୍ରିକ୍ ଉପସ୍ଥାନ


ଭୁବନେଶ୍ୱର, 5 ଅଗଷ୍ଟ (ହି.ସ.)- ଏଣିକି ସବୁ

ରାଜସ୍ବ କାର୍ଯ୍ୟାଳୟରେ ବାୟୋମେଟ୍ରିକ୍ ଉପସ୍ଥାନ । ଜିଲ୍ଲାର

ସମସ୍ତ ରାଜସ୍ବ କାର୍ଯ୍ୟାଳୟରେ ଲାଗୁ ହେବ । ରାଜସ୍ୱ

ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି । ସମସ୍ତ

ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି ରାଜ୍ୟ ସରକାର ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande