ଭୁବନେଶ୍ୱର, 5 ଅଗଷ୍ଟ (ହି.ସ.)- ପଦ୍ମଭୂଷଣ ପଣ୍ଡିତ ନୀଳକଣ୍ଠ ଦାସଙ୍କ ସ୍ମୃତିଚାରଣ କରିଛନ୍ତି
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ
କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ
କର୍ଣ୍ଣଧାର ପଦ୍ମଭୂଷଣ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା