ପଣ୍ଡିତ ନୀଳକଣ୍ଠ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 5 ଅଗଷ୍ଟ (ହି.ସ.)- ପଣ୍ଡିତ ନୀଳକଣ୍ଠ ଦାସଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ, ସାରସ୍ୱତ ସାଧକ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀର
ପଣ୍ଡିତ ନୀଳକଣ୍ଠ ଦାସଙ୍କୁ     ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 5 ଅଗଷ୍ଟ (ହି.ସ.)- ପଣ୍ଡିତ

ନୀଳକଣ୍ଠ ଦାସଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ, ସାରସ୍ୱତ ସାଧକ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀରେ ବିନମ୍ର ପ୍ରଣାମ

ଜଣାଉଛି। ଓଡ଼ିଆ ଭାଷା ସାହିତ୍ୟକୁ ସମୃଦ୍ଧ କରିବାରେ ତାଙ୍କର ଅବଦାନ ଚିରସ୍ମରଣୀୟ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande