ଭୁବନେଶ୍ୱର, 5 ଅଗଷ୍ଟ (ହି.ସ.)- ସାରସ୍ୱତ ସାଧକ
ପଣ୍ଡିତ ନୀଳକଣ୍ଠ ଦାସଙ୍କ ସ୍ମରଣ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା
ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ସାରସ୍ୱତ ସାଧକ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀରେ ମୋର
ଶ୍ରଦ୍ଧାଞ୍ଜଳି ଜଣାଉଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ସମୃଦ୍ଧ କରିବା ପାଇଁ ତାଙ୍କର ଅବଦାନ ଚିର ସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା