ପଦ୍ମଭୂଷଣ ପଣ୍ଡିତ ନୀଳକଣ୍ଠ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 5 ଅଗଷ୍ଟ (ହି.ସ.)- ପଦ୍ମଭୂଷଣ ପଣ୍ଡିତ ନୀଳକଣ୍ଠ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଆଧୁନିକ ପଞ୍ଚସଖାଙ୍କ ମଧ୍ୟରେ ଜଣେ, ଓଡ଼ିଆ ଭାଷା ଆନ୍ଦୋଳନର
ପଦ୍ମଭୂଷଣ ପଣ୍ଡିତ ନୀଳକଣ୍ଠ     ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା


ଭୁବନେଶ୍ୱର, 5 ଅଗଷ୍ଟ (ହି.ସ.)- ପଦ୍ମଭୂଷଣ

ପଣ୍ଡିତ ନୀଳକଣ୍ଠ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା

। ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଆଧୁନିକ ପଞ୍ଚସଖାଙ୍କ ମଧ୍ୟରେ

ଜଣେ, ଓଡ଼ିଆ ଭାଷା ଆନ୍ଦୋଳନର

ଅନ୍ୟତମ ପୁରୋଧା, ସାରସ୍ୱତ ସାଧକ,

ସ୍ୱାଧୀନତା ସଂଗ୍ରାମୀ ତଥା ସୁବକ୍ତା ପଦ୍ମଭୂଷଣ

ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି ଏବଂ କୋଟି କୋଟି ପ୍ରଣାମ

ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande