ନୂଆଦିଲ୍ଲୀ/ଭୁବନେଶ୍ୱର,୦୬ ଅଗଷ୍ଟ (ହି.ସ.)- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟି ‘ପରୀକ୍ଷା ପେ ଚର୍ଚ୍ଚା’ ପାଇଁ ଗିନିଜ୍ ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଦାନ କରିଛନ୍ତି । ସାଥୀରେ କେନ୍ଦ୍ର ରେଳ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ରାଷ୍ଟ୍ରମନ୍ତ୍ରୀ ଜିତିନ ପ୍ରସାଦ ମଧ୍ୟ ଉପସ୍ଥିତ ଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା