ଭୁବନେଶ୍ୱର,୦୬ ଅଗଷ୍ଟ (ହି.ସ.)- ପ୍ରଦେଶ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟିର ଅନୁମୋଦନ କ୍ରମେ ପୂର୍ବତନ ଢ଼େଙ୍କାନାଳ ଜିଲ୍ଲା କଂଗ୍ରେସ କମିଟି ସଭାପତି ସମରେନ୍ଦ୍ର ନନ୍ଦଙ୍କୁ ଦଳ ଭିତରେ ବିଶୃଙ୍ଖଳ ଆଚରଣ ଯୋଗୁଁ କଂଗ୍ରେସ ଦଳରୁ ନିଲମ୍ବନ କରାଯାଇଛି। ଓଡ଼ିଶା ପ୍ରଦେଶ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ଅଧ୍ୟକ୍ଷ ସୁଜୀତ୍ ପାଢ଼ୀ ଏକ ପ୍ରେସ୍ ବିଜ୍ଞପ୍ତିରେ ଏହି ସୂଚନା ଦେଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା