ମହାନ କବି ରବିନ୍ଦ୍ର ନାଥ ଟାଗୋରଙ୍କୁ ନମନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 7 ଅଗଷ୍ଟ (ହି.ସ.)- ମହାନ କବି ରବିନ୍ଦ୍ର ନାଥ ଟାଗୋରଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି
ମହାନ କବି ରବିନ୍ଦ୍ର ନାଥ     ଟାଗୋରଙ୍କୁ ନମନ କଲେ କେଭି ସିଂହଦେଓ


ଭୁବନେଶ୍ୱର, 7 ଅଗଷ୍ଟ (ହି.ସ.)- ମହାନ କବି

ରବିନ୍ଦ୍ର ନାଥ ଟାଗୋରଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏନେଇ

ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କ

ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରୁଛି, ତାଙ୍କ କବିତା,

ଦାର୍ଶନିକତା ଓ ଦୃଷ୍ଟିକୋଣ ଭାରତର ସାଂସ୍କୃତିକ ଓ

ବୌଦ୍ଧିକ ନବଜାଗରଣକୁ ରୂପ ଦେଇଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande