ଅନ୍ତର୍ଜାତୀୟ ଜନଜାତି ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 9 ଅଗଷ୍ଟ (ହି.ସ.)- ଅନ୍ତର୍ଜାତୀୟ ଜନଜାତି ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅନ୍ତର୍ଜାତୀୟ ଜନଜାତି ଦିବସ ଅବସରରେ ସମସ୍ତ ଜନଜାତି ଭାଇ ଭଉଣୀଙ୍କୁ ଶୁଭେଚ୍ଛା।
ଅନ୍ତର୍ଜାତୀୟ ଜନଜାତି ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 9 ଅଗଷ୍ଟ (ହି.ସ.)- ଅନ୍ତର୍ଜାତୀୟ ଜନଜାତି ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ

ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅନ୍ତର୍ଜାତୀୟ

ଜନଜାତି ଦିବସ ଅବସରରେ ସମସ୍ତ ଜନଜାତି ଭାଇ ଭଉଣୀଙ୍କୁ

ଶୁଭେଚ୍ଛା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande