ବଡ଼ ଠାକୁର ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ଶୁଭ ଜନ୍ମ ଦିବସର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 9 ଅଗଷ୍ଟ (ହି.ସ.)- ବଡ଼ ଠାକୁର ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ଶୁଭ ଜନ୍ମ ଦିବସର ଶୁଭକାମନା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଗହ୍ମା ପୂର୍ଣ୍ଣିମା ଏବଂ ବଡ଼ ଠାକୁର ପ୍ରଭୁ ଶ୍ରୀ ବଳଭଦ୍ର
ବଡ଼ ଠାକୁର ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ଶୁଭ ଜନ୍ମ ଦିବସର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ


ଭୁବନେଶ୍ୱର, 9 ଅଗଷ୍ଟ (ହି.ସ.)- ବଡ଼ ଠାକୁର ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ଶୁଭ ଜନ୍ମ ଦିବସର ଶୁଭକାମନା ଜଣାଇଛନ୍ତି

ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ପବିତ୍ର ଗହ୍ମା ପୂର୍ଣ୍ଣିମା ଏବଂ ବଡ଼ ଠାକୁର ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ଶୁଭ ଜନ୍ମ ଦିବସ

ଅବସରରେ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। ବଡ଼ଭାଇ ବଡ଼ ଠାକୁର ଶ୍ରୀ ବଳଭଦ୍ର ସମସ୍ତଙ୍କର ମନର ଇଛା ପୂର୍ଣ୍ଣ କରନ୍ତୁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande